ବନ୍ୟା ସ୍ଥିତି ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏହି ସୂଚନା ଦେଇଛନ୍ତି।
ବନ୍ୟାରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଯାଜପୁର ଜିଲ୍ଲା ପ୍ରଭାବିତ ହୋଇଛି। ପରିସ୍ଥିତି ଦେଖି ଜିଲ୍ଲାପାଳମାନଙ୍କୁ ପଦକ୍ଷେପ ନେବାକୁ କୁହାଯାଇଛି।
Credible Local News of Odisha