ରାଜ୍ୟରେ ୧୫ ଦିନ ଭିତରେ ଭତ୍ତା ସମସ୍ୟାର ସମଧାନ ହେବ

ନୂଆ ସଫ୍ଟଓୟାର ପାଇଁ ଦୁଇ ମାସ ଧରି ଭତ୍ତା ଦେବାରେ ବ୍ୟତିକ୍ରମ ହୋଇଛି, ୧୫ ଦିନ ଭିତରେ ଭତ୍ତା ସମସ୍ୟାର ସମଧାନ ହେବ ନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ସାଂସଦ ମନମୋହନ ସାମଲ।

ଯେଉଁମାନେ କ୍ୟାସ୍‌ ଆକାରରେ ଭତ୍ତା ପାଉଥିଲେ ସେମାନଙ୍କର ସମସ୍ୟା ହୋଇନି, ଯେଉଁମାନଙ୍କ ଅନଲାଇନ୍‌ରେ ଭତ୍ତା ଯାଉଛି, ସେମାନଙ୍କର ସମସ୍ୟା ହୋଇଛି। କେନ୍ଦ୍ର ସରକାର ପକ୍ଷରୁ ନୂଆ କରି ସଫ୍ଟଓୟାର ଡେଭଲପ୍‌ କାମ ଚାଲିଛି, କେନ୍ଦ୍ର ଓ ରାଜ୍ୟ ଯୁଗ୍ମ ଭାବେ ଭତ୍ତା ଦେବା ପାଇଁ ବ୍ୟବସ୍ଥା କରୁଛନ୍ତି, ନୂଆ ସଫ୍ଟଓୟାର ପାଇଁ ଦୁଇ ମାସ ଧରି ଭତ୍ତା ଦେବାରେ ବ୍ୟତିକ୍ରମ ହୋଇଛି। ଯେଉଁମାନେ ପାଇନାହାନ୍ତି ଏକକାଳୀନ ପାଇବେ କହିଛନ୍ତି ମନମୋହନ ସାମଲ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes