ରାଜ୍ୟରେ ୩ ଅର୍ଥନୈତିକ ଜୋନ୍ ହେବ: ପରିବହନ ସଚିବ

ଭୁବନେଶ୍ବର, ପୁରୀ, କଟକ, ଓ ପାରାଦୀପକୁ ମିଶାଇ ଗୋଟିଏ ଜୋନ୍‌’ ହେବ ଏବଂ ସୁନାବେଡ଼ା, କୋରାପୁଟ୍, ବରଗଡ଼, ସମ୍ବଲପୁରକୁ ନେଇ ଅନ୍ୟ ଏକ ଜୋନ୍ ହେବ। ସେହିପରି ରାଉରକେଲା, କେନ୍ଦୁଝର, ବଡ଼ବିଲକୁ ନେଇ ୩ୟ ଜୋନ୍ ହେବ କହିଛନ୍ତି ପରିବହନ ସଚିବ ଉଷା ପାଢ଼ୀ।

କ୍ବାଡ୍ ସିଟି ପ୍ରୋଗ୍ରାମ ଜରିଆରେ ହେବ ନେଇ ସରକାର ପ୍ଲାନ୍ ରଖିଛନ୍ତି।ରାଜ୍ୟର ଜିଡିପିରେ ପ୍ରମୁଖ ଦାୟିତ୍ବ ନେଇଥିବା ସହରମାନଙ୍କୁ ନେଇ ଜୋନ୍ ହେବ। କେବଳ ସହରାଞ୍ଚଳ ନୁହେଁ, ଅର୍ଥନୈତିକ କାରବାର ବୃଦ୍ଧି ସରକାରଙ୍କ ଲକ୍ଷ୍ୟ କହିଛନ୍ତି ସଚିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes