ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ ସକ୍ରିୟ ରହିଥିବା ବେଳେ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆଜି ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଦେବା ସହ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes