ରାଜ୍ୟରେ ୯୮୭୭ ଶିଶୁ ପୁଷ୍ଟିହୀନତାର ଶିକାର

ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ଉତ୍ତର ରଖିଛନ୍ତି। ପ୍ରତି ଜିଲ୍ଲାରେ ପୁଷ୍ଟିହୀନତାର ଶିକାର ଶିଶୁ ଅଛନ୍ତି। ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୦୭୫ ଶିଶୁ ପୁଷ୍ଟିହୀନତାର ଶିକାର ଥିବା କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes