ରାଜ୍ୟର ବିଜେପି ସରକାର କ’ଣ କରିଛନ୍ତି ତାର ତଥ୍ୟ ମାଗିଛନ୍ତି ପ୍ରଧାନମନ୍ତ୍ରୀ

୨ ବର୍ଷର ତଥ୍ୟ ମଗାଯାଇଛି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଦୁଇ ବର୍ଷ ପୂର୍ତ୍ତିକୁ ଆସିବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଆସିବାକୁ ଆଗ୍ରହ ପ୍ରକାଶ କରିଛନ୍ତି, ତାରିଖ ଧାର୍ଯ୍ୟ ହେଲେ ଗସ୍ତ ବିବରଣୀ ଜଣାପଡ଼ିବ କହିଛନ୍ତି ମନମୋହନ।

ପଞ୍ଚାୟତ ଠାରୁ ରାଜ୍ୟସ୍ତର ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ, ଏନେଇ ଚିଠା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ, ଖୁବଶୀଘ୍ର କାର୍ଯ୍ୟକ୍ରମ ଘୋଷଣା ହେବ କହିଛନ୍ତି ରାଜ୍ୟ ବିଜେପି ସଭାପତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes