ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ

ଛତିଶଗଡ଼ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ କଟକ ଓ ଭୁବନେଶ୍ବର ସହ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ମେଘୁଆ ପାଗ।

ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes