ହାର୍ ଜିତ୍କୁ ଭୟ ନାହିଁ, ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବୁ କହିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ।
ଆବଶ୍ୟକ ସଂଖ୍ୟା ନଥିବା ସତ୍ତ୍ବେ ୩/୪ ଜଣଙ୍କ ନାଁ ସ୍ଥିର ହୋଇଛି, ଏନେଇ ଦଳ ହାଇକମାଣ୍ଡଙ୍କ ସହ ଆଲୋଚନା କରିବୁ କହିଛନ୍ତି ଭକ୍ତ।
Credible Local News of Odisha