ରାଜ୍ୟସଭା ନିର୍ବାଚନରେ କାଏମ ରହିଲା ୫ ଜଣଙ୍କ ପ୍ରାର୍ଥିପତ୍ର

ଯାଞ୍ଚ ପରେ କାଏମ ରହିଛି ୫ ଜଣଙ୍କ ପ୍ରାର୍ଥିପତ୍ର। ବିଜେଡିର ସଂତୃପ୍ତ ମିଶ୍ର, କମନ କ୍ୟାଣ୍ଡିଡେଟ୍‌ ଦତ୍ତେଶ୍ୱର ହୋତାଙ୍କ ପ୍ରାର୍ଥିପତ୍ର କାଏମ ରହିଛି। ସେହିଭଳି ବିଜେପିର ମନମୋହନ ସାମଲ, ସୁଜିତ କୁମାର ଏବଂ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କ ପ୍ରାର୍ଥିପତ୍ର କାଏମ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes