ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି ଦମ୍ଭୋକ୍ତି କରିଛନ୍ତି। ୩ଟି ସିଟ୍ ଦଖଲ କରିବା ପାଇଁ ରଣନୀତି ପ୍ରସ୍ତୁତ ହୋଇଛି, ପ୍ରାର୍ଥୀ କିଏ ହେବ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ କହିଛନ୍ତି ବିଜୟ।
Credible Local News of Odisha