ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍

୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ ରହିଛି ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି। ଯେଭଳି କ୍ରସ୍ ଭୋଟିଂ ନ ହେବ ଆମେ ତତ୍ପର ଅଛୁ କହିଛନ୍ତି ଭକ୍ତ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes