ଏ ନେଇ ସୂଚନା ଦେଲେ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ଆଜି କାଲି ଭିତରେ ସଂସଦୀୟ ବୋର୍ଡ ବୈଠକ ବସିବ, କିଏ ରାଜ୍ୟସଭା ଯିବ ବୈଠକରେ ନିଷ୍ପତ୍ତି ହେବ।
କୋର୍ କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି ସଂସଦୀୟ ବୋର୍ଡକୁ ପଠାଯାଇଛି। ଶେଷ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ କହିଛନ୍ତି ବିଜୟ ପାଲ ସିଂ ତୋମାର।