ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଭେଟି ଇସ୍ତଫା ପତ୍ର ଦେଇଛନ୍ତି ଦେବାଶିଷ ସାମନ୍ତରାୟ। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପରେ ସାଂସଦ ପଦ ଛାଡ଼ିଛନ୍ତି ଦେବାଶିଷ।
ଅନ୍ୟପଟେ ଦେବାଶିଷଙ୍କ ଇସ୍ତଫା ପରେ ରାଜ୍ୟସଭାରେ ବିଜେଡି ସଦସ୍ୟତା ୬ରୁ ୫କୁ ଖସିଛି। ପୂର୍ବରୁ ମଧ୍ୟ ବିଜେଡିର ରାଜ୍ୟସଭା ସାଂସଦ ଇସ୍ତଫା ଦେଇଛନ୍ତି।