ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ମିଶ୍ର ନାମାଙ୍କନ ଭରିଥିବା ବେଳେ ସାଧାରଣ ପ୍ରାର୍ଥୀ ଭାବେ ଡାକ୍ତର ଦତ୍ତେଶ୍ବର ହୋତା ନାମାଙ୍କନ ଦାଖଲ କରିଛନ୍ତି।
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ପିସିସି ସଭାପତି ଭକ୍ତ ଦାସ, କଂଗ୍ରେସ ବିଧାୟକ ଦଳ ନେତା କାଡାମ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ବିଜେଡିର ମଧ୍ୟ କିଛି ବିଧାୟକ ନାମାଙ୍କନ ଭରିବା କକ୍ଷରେ ଉପସ୍ଥିତ ରହିଥିଲେ।