ରାଜ୍ୟସ୍ତରୀୟ ଆଦିମ ଜନଜାତି ନୃତ୍ୟ ମହୋତ୍ସବ ଉଦଘାଟିତ

ଭୁବନେଶ୍ୱରର ରବୀନ୍ଦ୍ର ମଣ୍ଡପରେ ଆଜି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଆଦିମ ଜନଜାତି ନୃତ୍ୟ ମହୋତ୍ସବ ଉଦଘାଟିତ ହୋଇଯାଇଛି l

ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା, ନିର୍ଦ୍ଦେଶକ ଅଖିଳ ବିହାରୀ ଓତା ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes