ରାଜ୍ୟ ପାର୍ଟି ଅଫିସରେ ପଦ୍ମ ଧରିଲେ ରବୀନ୍ଦ୍ର ଜେନା

ଶତାଧିକ ସମର୍ଥକଙ୍କ ସହ ବିରାଟ ପଟୁଆରରେ ଆସି ପଦ୍ମ ଧରିଲେ ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ମିଶିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes