ରାଜ୍ୟ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ

ନିର୍ବାଚନ ପୂର୍ବରୁ ୧ ଲକ୍ଷ ୧୮ ହଜାର କୋଟି କାମଚଳା ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ।

ରାଜ୍ୟରେ ଅଭିବୃଦ୍ଧି ହାର ୭.୨୫% ରହିଛି, ଜାତୀୟ ହାରଠାରୁ ୧% ଅଧିକ ଅଛି। ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫% ଆକଳନ କରାଯାଇଥିବା ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes