ରାଜ୍ୟ ଶିଶୁ ନୀତି-୨୦୨୨ ପ୍ରାରମ୍ଭକୁ ମଂଜୁରୀ ଦେଲା କ୍ୟାବିନେଟ

ନୂଆ ନୀତି ଶିଶୁଙ୍କର ବଞ୍ଚିବାର ଅଧିକାର ଓ ସୁରକ୍ଷାକୁ ଗୁରୁତ୍ୱ ଦେବ।

ଏହା ସହ ଶିଶୁଙ୍କର ମାନସିକ ଓ ଶାରୀରିକ ସ୍ୱାସ୍ଥ୍ୟ, ଶିକ୍ଷା ଅଧିକାରକୁ ଗୁରୁତ୍ୱ ଦେବ। ବିଜ୍ଞପ୍ତିର ବର୍ଷକ ମଧ୍ୟରେ ଲାଗୁ ହେବ ରାଜ୍ୟ ଶିଶୁ ନୀତି ପ୍ରାରମ୍ଭ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version