ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କଲେ ହାଇକୋର୍ଟ

ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ସିବିଆଇ ତଦନ୍ତ ଦାବି ମାମଲାରେ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କଲେ ହାଇକୋର୍ଟ।

ସିବିଆଇ ତଦନ୍ତ ଦାବି ସଂପର୍କରେ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ।ଆସନ୍ତା ମାର୍ଚ୍ଚ ୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes