ରାଜ୍ୟ ସରକାରୀ କର୍ମଚାରୀଙ୍କ ଡିଏ ୪% ବଢ଼ିଲା

ବର୍ଦ୍ଧିତ ଡିଏ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ।

ଏହାଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍‌ସନ୍‌ଧାରୀ ଉପକୃତ ହେବେ। ଏବେ ରାଜ୍ୟ କର୍ମଚାରୀଙ୍କ ଡିଏ ୪୬%ରୁ ବଢ଼ି ୫୦% ହେଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes