୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ମହଙ୍ଗା ଭତ୍ତା ୫୮ରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା। ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୬ ଜାନୁଆରୀରୁ ଲାଗୁ ହେବ। ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମାସ ଦରମାରେ ନଗଦ ଆକାରରେ ମିଳିବ।ପ୍ରାୟ ସାଢ଼େ ୮ ଲକ୍ଷ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।