ରାତି ୧୦ ପରେ ବାଣ ଫୁଟାଇଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି ଟ୍ୱିନ୍ ସିଟି ପୁଲିସ କମିଶନର।
୧୨୫ ଡେସିବେଲ୍ରୁ ଅଧିକ ଶବ୍ଦଯୁକ୍ତ ବାଣ ଫୁଟାଇଲେ କାର୍ଯ୍ୟାନୁଷ୍ଠାନ ହେବ। ଦୀପାବଳିରେ ଦୀପ ଜାଳି, ସବୁଜ ବାଣ ଫୁଟାଇବାକୁ ଅପିଲ୍ କରିଛନ୍ତି ପୁଲିସ କମିଶନର।
Credible Local News of Odisha