ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ କଟକଣା

ଏୟାରପୋର୍ଟରୁ ଜୟଦେବ ବିହାର ଦେଇ ଏମ୍ସ ଯିବା ରାସ୍ତା ବନ୍ଦ ରହିବ।ସନ୍ଧ୍ୟା ୫ଟା ୧୦ରୁ ୫ଟା ୫୦ ମିନିଟ ଭିତରେଏୟାରପୋର୍ଟ ଛକ, କ୍ୟାପିଟାଲ୍ ହସ୍ପିଟାଲ, ଏଜି ଛକ, ରାଜଭବନ ଛକ, ପାୱାର ହାସ୍ ଛକ ଦେଇ ବନ୍ଦ ରହିବ ଗାଡ଼ି ଚଳାଚଳ।

୧୨୦ ବିଏନ୍ ଛକ, ଶାସ୍ତ୍ରୀନଗର, ବେହେରା ସାହି ରାସ୍ତା ବନ୍ଦ କରାଯିବ।ଜୟଦେବ ବିହାର ଛକରୁ ୧୬ ନମ୍ବର ଜାତୀୟ ରାଜପଥ ରାସ୍ତା ବନ୍ଦ ରହିବ। ଖଣ୍ଡଗିରି ଫ୍ଲାଏ ଓଭର ବ୍ରିଜ୍, କସମୋପଲିସ ଛକ, ଏମ୍ସ ଅଣ୍ଡର ପାସ୍ ରାସ୍ତା ବନ୍ଦ ରହିବ। ସନ୍ଧ୍ୟା ୬.୩୦ରୁ ୭.୦୫ ଯାଏଁ ରହିବ ଟ୍ରାଫିକ କଟକଣା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes