ଆଜି ବାରିପଦାସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ରାଷ୍ଟ୍ରପତିଙ୍କ ଉଦବୋଧନ ବେଳେ ବିଦ୍ୟୁତ ଚାଲିଯିବା ଘଟଣାରେ ବିଶ୍ଵବିଦ୍ୟାଳୟ ବିଦ୍ୟୁତ ବିଭାଗର ଜଣେ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିବା କର୍ତ୍ତୃପକ୍ଷ କହିଛନ୍ତି l
ଘଟଣାର ତଦନ୍ତ ପାଇଁ ଗଠିତ କମିଟି ରିପୋର୍ଟ ଦେବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି କୁହାଯାଇଛି l
ରାଷ୍ଟ୍ରପତିଙ୍କ ଭାଷଣ ବେଳେ ବିଦ୍ୟୁତ ଚାଲିଯିବାରୁ ଜଣେ କର୍ମଚାରୀ ନିଲମ୍ବିତ