ରାଷ୍ଟ୍ରପତି ଭାଷଣ ଦେଲା ବେଳେ ଚାଲିଗଲା ବିଦ୍ୟୁତ

MSCBU ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଆରମ୍ଭ କରିବାର ଅଳ୍ପ ସମୟ ପରେ ବିଜୁଳି ଚାଲିଯାଇଥିଲା।

ଫଳରେ ରାଷ୍ଟ୍ରପତି ଅନ୍ଧାରରେ ଭାଷଣ ଦେଇଥିଲେ। ପୋଡ଼ିୟମରେ ଜଳୁଥିବା କ୍ଷୀଣ ଲାଇଟରେ ଭାଷଣ ଦେଇଥିଲେ ରାଷ୍ଟ୍ରପତି। ଭାଷଣ ଛଳରେ ନିଜ ଅସନ୍ତୋଷ ବ୍ୟକ୍ତ କରି ରାଷ୍ଟ୍ରପତି କହିଛନ୍ତି, ସୁନ୍ଦର ଯେତିକି, ଅନ୍ଧାର ସେତିକି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes