ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲେଶ୍ଵର ଜିଲ୍ଲା ରେମୁଣା ବ୍ଲକ୍ ଅନ୍ତର୍ଗତ ସରସ୍ୱତୀପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ସ୍ଥାନୀୟ ବିଧାୟକଙ୍କ ସହ ନେତୃବୃନ୍ଦ ଓ ଶିକ୍ଷକ ଶିକ୍ଷୟତ୍ରୀ ଛାତ୍ରଛାତ୍ରୀଙ୍କୁ ନୂତନ ଜ୍ଞାନ କୌଶଳ ଆବିଷ୍କାର ଦିଗରେ ଅଗ୍ରଗତି ହେବାକୁ ଆହ୍ୱାନ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version