ରାସନ୍ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀ ଆଜି ଏହି ସୂଚନା ଦେଇଛନ୍ତି। ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ ରହିଛି, ଯେଉଁମାନେ ଆଜି e-KYC ନକରିବେ ୩ ମାସ କାର୍ଡ ସସ୍ପେଣ୍ଡ୍ ହେବ।
୩ ମାସ ଭିତରେ e-KYC କଲେ କାର୍ଡ ପୁନଃ ସଚଳ, ନଚେତ୍ କଟିଯିବ।ଏଯାବତ ୨୦ ଲକ୍ଷ ୫୮ ହଜାର e-KYC କରି ନାହାନ୍ତି କହିଛନ୍ତି ଯୋଗାଣ ମନ୍ତ୍ରୀ।