ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ମୟୁରଭଞ୍ଜ ଜିଲ୍ଲା ଯଶୀପୁର ଥାନା ଝାଳବେଡ଼ାରୁ ମୃତଦେହ ଉଦ୍ଧାର ହୋଇଛି।

କେହି ଦୁର୍ବୃତ୍ତ ହତ୍ୟା ପରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version