ରାସ୍ତାରେ ଅଳିଆ ଫିଙ୍ଗିଲେ ୫ ହଜାର ଜରିମାନା: ବିଏମସି

ଭୁବନେଶ୍ୱର ୟୁନିଟ୍-୧ ହାଟର ସମସ୍ତ ବ୍ୟବସାୟୀଙ୍କୁ ଏହିଭଳି ଚେତାବନୀ ଦେବା ସହ ତାଗିଦ କରିଛନ୍ତି ଭୁବନେଶ୍ବର ମହାନଗର ନିଗମ କମିଶନର।

ଏଣିକି ପଚା ପରିବା ଓ ବର୍ଯ୍ୟବସ୍ତୁ ରାସ୍ତାକୁ ଫିଙ୍ଗିଲେ ୫ ହଜାର ଜରିମାନା ଦେବାକୁ ପଡ଼ିବ। ଏହା ସହ ଅଳିଆକୁ ଅଲଗା ଅଲଗା ନ ପକାଇଲେ ୫ ଶହ ଟଙ୍କା ଜରିମାନା ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes