ରୁଚିକାକୁ ନ୍ୟାୟ ଦାବିରେ ଓଡିଶା ବନ୍ଦ ଡାକରା

ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାକୁ ନେଇ ଦାୟୀ ଅଭିଯୁକ୍ତଙ୍କୁ ଗିରଫ କରିବା ଦାବିରେ ଆଜି ରାଜରାସ୍ତାକୁ ଓହ୍ଲାଇଛି ନବନିର୍ମାଣ ଯୁବଛାତ୍ର ସଂଗଠନ ।

ଆଜି ସକାଳ ୬ଟାରୁ ସଂଧ୍ୟା ୬ଟା ପଯର୍ୟନ୍ତ ଶାନ୍ତିପୂର୍ଣ୍ଣ ଭାବେ ପିକେଟିଂ କରାଯିବ । ଏହି ସମୟରେ ଗାଡ଼ି ମୋଟର, ଟ୍ରେନ୍ ଚଳାଚଳ ବନ୍ଦ ସାଙ୍ଗକୁ ଦୋକାନବଜାର ବନ୍ଦ ରଖିବାକୁ ନିବେଦନ କରିଛି ସଂଗଠନ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛି ଛାତ୍ର କଂଗ୍ରେସ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version