ରୁଚିକାଙ୍କ ପରିବାରକୁ ନ୍ୟାୟ ଦେବା ଦାବିରେ ବିଧାନସଭା ଘେରାଉ

ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ମୃତ୍ୟୁ ମାମଲାରେ ନବ ନିର୍ମାଣ ଛାତ୍ର ସଂଗଠନ ପକ୍ଷରୁ ବିଧାନସଭା ଆଗରେ ଆନ୍ଦୋଳନ କରାଯାଇଛି।

ମୃତ ଛାତ୍ରୀ ରୁଚିକା ମହାନ୍ତିଙ୍କ ମା’ ବି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଆନ୍ଦୋଳନକାରୀ ବିଧାନସଭା ଆଡ଼କୁ ଅଗ୍ରସର ବେଳେ ପୁଲିସ ସହ ଧସ୍ତାଧସ୍ତି ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes