ରୁବେଲା ଭାଇରସକୁ ନେଇ ଗର୍ଭବତୀଙ୍କୁ ସତର୍କ କଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଗର୍ଭବତୀଙ୍କୁ ରୁବେଲା ହେଲେ ଜନ୍ମରୁ ସନ୍ତାନ କ୍ଷେତ୍ରରେ ଭାଇରସ୍ ଦେଖାଦିଏ, ଯେଉଁ ଗର୍ଭବତୀଙ୍କ ଠାରେ ଲକ୍ଷଣ ଥିବ, ଟେଷ୍ଟିଂ କରାଇବାକୁ ପରାମର୍ଶ ଦେଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ।

ବର୍ତ୍ତମାନ ସୁଦ୍ଧା ନବରଙ୍ଗପୁରର ୨ଟି ବ୍ଲକରେ ୧୮ ଜଣଙ୍କ ଲକ୍ଷଣ ଥିଲା। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି, ଭୟଭୀତ କି ଆତଙ୍କିତ ହୁଅନ୍ତୁ ନାହିଁ କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes