ରେଢ଼ାଖୋଲକୁ ଏନଏସି ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ

ଭୀମ ଭୋଇ ଛକ ଓ ମେଡିକାଲ୍ ଛକରେ ଆନ୍ଦୋଳନ କରୁଛନ୍ତି ସ୍ଥାନୀୟ ଲୋକ। ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ ସହ ବିକ୍ଷୋଭ କରୁଛନ୍ତି।
ରାସ୍ତାର ଉଭୟ ପାର୍ଶ୍ଵରେ ଅଟକି ରହିଛି ଶହ ଶହ ଗାଡ଼ି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes