ରେଭେନ୍ସା ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି

ରେଭେନ୍ସା ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଛନ୍ତି, ମୋ ଝିଅ ଏଠି ୨ ବର୍ଷ ପାଠ ପଢ଼ିଲା ବେଳେ ମୁଁ ହଷ୍ଟେଲକୁ ଆସିଥିଲ, ଏହା କେବଳ ଇଟା ସିମେଣ୍ଟରେ ଗଢ଼ା ନୁହେଁ, ଏକ ଶାଳଗ୍ରାମ।

ଏହା ଭାରତ ଇତିହାସ ସହ ଯୋଡ଼ି ହୋଇ ରହିଛି, ଗତ ଦୁଇ ବର୍ଷ ହେଲା ଝିଅମାନେ ଏଠାରେ ସଫଳତାର ଆଗରେ, ପୁଅମାନଙ୍କ ଠାରୁ ଝିଅମାନଙ୍କୁ ଅଧିକ ସଫଳତା ପରିବର୍ତ୍ତନର ପ୍ରମାଣ, ଚାକିରି କରିବା ପାଇଁ ଚାକିରି ଦେବା ଉଦ୍ୟମ କରନ୍ତୁ କହିଛନ୍ତି ରାଷ୍ଟ୍ରପତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes