ରେମୁଣା ଗୋଲେଇ ଠାରେ ଅପରାଜିତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଆଜି ବାଲେଶ୍ଵର ଜିଲ୍ଲା ରେମୁଣା ଗୋଲେଇ ଠାରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ବାରିପଦା ଗସ୍ତ କରୁଥିବା ବେଳେ ବିଜେପି ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜଣାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes