ଲକ୍ଷ୍ମୀପୂଜା କମିଟି ପକ୍ଷରୁ ପବିତ୍ର ସାଧାରଣତନ୍ତ୍ର ଦିବସ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜା କମିଟି ପକ୍ଷରୁ ଆଜି ୭୫ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।

ଏଥିରେ କମିଟିର ଉପଦେଷ୍ଟା କୁଶ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes