୧୮ ଓ ୧୯ ତାରିଖ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ୧୮ରେ ମାଲକାନଗିରି, କୋରାପୁଟ। ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ୱାର୍ଣ୍ଣିଂ ଜାରି ହୋଇଛି।
୧୮ରୁ ୨୦ ତାରିଖ ଯାଏଁ ସମୁଦ୍ର ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
Credible Local News of Odisha