ଆଭ୍ୟନ୍ତରୀଣ ଓ ଉତ୍ତର ଉପକୂଳରେ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
Credible Local News of Odisha