ଲଘୁଚାପ ବର୍ଷା ପାଇଁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ

ଆସନ୍ତା 24 ଘଣ୍ଟାରେ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ 7 ରୁ 20 ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ଜିଲ୍ଲାପାଳ ମାନଙ୍କୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes