ଲଛିପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆନ୍ତର୍ଜାତିୟ ଯୋଗ ଦିବସ

ସୋନପୁର ସଦର ବ୍ଲକ ଅନ୍ତର୍ଗତ ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ର ନାଇକେନପାଳି ଆନୁକୁଲ୍ୟରେ ଓ ସ୍ଵାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଲଛିପୁର୍ ଏବଂ ଶିଶୁ ବିଦ୍ୟା ମନ୍ଦିର ଲଛିପୁରଙ୍କ ମିଳିତ ସହଯୋଗରେ ଆନ୍ତର୍ଜାତୀୟ ଯୋଗ ଦିବସ, ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡା: ରାମ ଶଙ୍କର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଲଛିପୁର ଶିଶୁ ବିଦ୍ୟା ମନ୍ଦିରର ପ୍ରାଙ୍ଗଣରେ ପାଳିତ ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes