ଲାଞ୍ଚମାଗି ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ମୁରିବାହାଲ ବେଲପଦର ୟୁପି ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ମୀନା ମିଶ୍ର ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି।

ଟିସି ପାଇଁ ଦୁଇ ଶହ ଟଙ୍କା ଲାଞ୍ଚ ମାଗିବାର ଭିଡ଼ିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ବ୍ଲକ ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡା ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes