ଲାଞ୍ଚ ନେଇ ଧରାପଡ଼ିଲେ ପୁଲିସ ଏସଆଇ

୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ ବିଜେପୁର ଥାନା ଏସ୍ଆଇ। ଜଣେ କବାଡ଼ିଆଙ୍କଠାରୁ ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes