ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଳାହାଣ୍ଡି ଜିଲ୍ଲା ଥୁ. ରାମପୁର ବ୍ଲକ କାଣୀଗୁମ୍ମା ପଞ୍ଚାୟତର ପିଇଓ ସଂଜୟ ନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

କାଗଜପତ୍ର କାମ ପାଇଁ ୧୦ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes