ଲାଞ୍ଚ ନେଉଥିବା ଆରଆଇକୁ ଗିରଫ କଲା ଭିଜିଲାନ୍ସ

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ତହସିଲ ଅଚ୍ୟୁତପୁର ଆରଆଇ ଗୌରାଙ୍ଗ ଶବର ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଛି ଭିଜିଲାନ୍ସ।

ପଟ୍ଟା କରାଇ ଦେବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୮ ହଜାର ଲାଞ୍ଚ ନେବାବେଳେ ଗିରଫ ହୋଇଛନ୍ତି ଆରଆଇ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes