ଲାଞ୍ଚ ନେଲା ବେଳେ ଧରାପଡ଼ିଲେ ସାମାଜିକ ସୁରକ୍ଷା ଅଧିକାରୀ ଭିଜିଲାନ୍ସ

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅରୁଣ ନାୟକ ଭତ୍ତା କରାଇବାକୁ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଗିରଫ କରିଛି।

ସେ ହିତାଧିକାରୀଙ୍କଠୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes