ଲିଙ୍ଗଗତ ହିଂସା ନିରାକରଣ ସଚେତନତା କର୍ମଶାଳା ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ସଦର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ରେଆର ସୋନପୁର ତରଫରୁ ଜିଲ୍ଲା ସ୍ତରୀୟ ଲିଙ୍ଗଗତ ମହିଳା ହିଂସା ନିରାକରଣ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l

ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ କୁମୁଦିନୀ ମୁଦୁଲି ଯୋଗ ଦେଇ ସମ୍ବିଧାନର ବିଭିନ୍ନ ଧାରାରେ ମହିଳାମାନଙ୍କ ସୁରକ୍ଷା ବିଷୟରେ ଆଲୋଚନା କରିଥିଲେ ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ମହିଳା ହିଂସା ବୃଦ୍ଧି ପାଇଥିବା ପ୍ରକାଶ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes