ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ପ୍ରସଙ୍ଗରେ କେନ୍ଦ୍ର ସ୍ବରାଷ୍ଟ୍ର ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ପ୍ରସଙ୍ଗରେ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଓ ସ୍ବରାଷ୍ଟ୍ର ମନ୍ତ୍ରାଳୟର ଆପତ୍ତିର ସ୍ପଷ୍ଟୀକରଣ ଦେଇଛନ୍ତି ସରକାର।

କେନ୍ଦ୍ର ସ୍ବରାଷ୍ଟ୍ର ସଚିବଙ୍କୁ ଚିଠି ଲେଖି ଶ୍ରୀଲିଙ୍ଗରାଜ ମନ୍ଦିର ଚିଠା ଅଧ୍ୟାଦେଶ ୨୦୨୦କୁ ମଞ୍ଜୁରୀ ଦେବାକୁ ଅନୁରୋଧ କରିଛନ୍ତି ମୁଖ୍ୟ ଶାସନ ସୁରେଶ ଚନ୍ଦ୍ର ମହାପାତ୍ର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes