ଆଇନଜୀବୀ ପ୍ରବୀର ଦାସଙ୍କ ପକ୍ଷରୁ ହୋଇଥିବା ମାମଲାରେ ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ। ପ୍ରାୟ ବର୍ଷେ ହେଲାଣି ଅଚଳ ହୋଇପଡ଼ିଛି ଲୋକାୟୁକ୍ତ। ଅଧ୍ୟକ୍ଷଙ୍କ ସମେତ ସମସ୍ତ ସଦସ୍ୟ ପଦବୀ ଖାଲି ପଡ଼ିଛି।
Credible Local News of Odisha