ଲୋୟର ପିଏମ୍‌ଜିରେ ମତ୍ସ୍ୟଜୀବୀଙ୍କ ବିକ୍ଷୋଭ

୬ ଦଫା ଦାବିରେ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ମତ୍ସ୍ୟଜୀବୀ ସଂଘ ଆନ୍ଦୋଳନ କରୁଛି।

ହଜାର ହଜାର ମତ୍ସ୍ୟଜୀବୀ ରାତିରେ ବସ୍‌ରେ ପାରାଦୀପ ଅଞ୍ଚଳରୁ ଆସି ପହଞ୍ଚିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes