ଶକ୍ତି ବିଭାଗର ଇଆଇସିଙ୍କ କାର୍ଯ୍ୟାଳୟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଆଜି ଦୁର୍ନୀତି ଅଭିଯୋଗ ପାଇବା ପରେ ମୈତ୍ରୀ ବିହାର ସ୍ଥିତ ଶକ୍ତି ବିଭାଗର ଇଆଇସିଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଅଧିକାରୀଙ୍କ ସହ ପହଞ୍ଚିଥିଲେ।

ଦିନ ୩ଟା ୧୫ରେ କୌଣସି କର୍ମଚାରୀଙ୍କୁ ନ ପାଇବାରୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ନୀତି ସହ ଅନିୟମିତତା ଅଭିଯୋଗ କରିଥିଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes